ଗଣନା ପୁସ୍ତକ 35:28 - ଓଡିଆ ବାଇବେଲ28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ୍; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରି ଯାଇ ପାରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)28 କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ। Viz kapitolaପବିତ୍ର ବାଇବଲ28 ଜଣେ ଯଦି ହଠାତ୍ କାହାକୁ ବଧ କରେ ସେ ଆଶ୍ରୟ ନଗରରେ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ରହିବ। ମାତ୍ର ମହାଯାଜକର ମୃତ୍ୟୁ ହେଲା ପରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇପାରିବ। Viz kapitola |