ଗଣନା ପୁସ୍ତକ 35:31 - ଓଡିଆ ବାଇବେଲ31 ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ। Viz kapitolaପବିତ୍ର ବାଇବଲ31 “ଆହୁରି ମୃତ୍ୟୁଦଣ୍ଡରେ ଦଣ୍ତିତ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣ କରାଯାଇ ନ ପାରେ। ତାକୁ ନିଶ୍ଚିତ ଭାବରେ ହତ୍ୟା କରାଯିବ। Viz kapitola |