ଗଣନା ପୁସ୍ତକ 35:32 - ଓଡିଆ ବାଇବେଲ32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ। Viz kapitolaପବିତ୍ର ବାଇବଲ32 “ପୁଣି କୌଣସି ହତ୍ୟାକାରୀ ଆଶ୍ରୟ ନଗରରୁ ପଳାଇଯାଇ ପୁନର୍ବାର ଆପଣା ଦେଶକୁ ଫେରି ଆସିବାକୁ ଅନୁମତି ଦେବା ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣୀୟ ନୁହେଁ, ମହାଯାଜକ ମୃତ୍ୟୁବରଣ ନ କରିବା ପର୍ଯ୍ୟନ୍ତ। Viz kapitola |