ଗଣନା ପୁସ୍ତକ 35:34 - ଓଡିଆ ବାଇବେଲ34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’” Viz kapitolaପବିତ୍ର ବାଇବଲ34 ତୁମ୍ଭେମାନେ ଯେଉଁ ଦେଶରେ ଅଛ, ମୁଁ ସେଠାରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ୱୟଂ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରୁଅଛି।” Viz kapitola |