ଗଣନା ପୁସ୍ତକ 5:14 - ଓଡିଆ ବାଇବେଲ14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ; Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ଵଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ଵଳେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ; Viz kapitolaପବିତ୍ର ବାଇବଲ14 ଆଉ ଯେବେ ତା'ର ସ୍ୱାମୀ ସନ୍ଦେହ କରେ, ଯେତେବେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦେହ କରେ ଯେତେବେଳେ ସେ କଳୁଷିତ କର୍ମ କରି ନ ଥାଏ। Viz kapitola |