ଗଣନା ପୁସ୍ତକ 7:59 - ଓଡିଆ ବାଇବେଲ59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର। Viz kapitolaପବିତ୍ର ବାଇବଲ (Re-edited) - (BSI)59 ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର। Viz kapitola |