ଗଣନା ପୁସ୍ତକ 7:89 - ଓଡିଆ ବାଇବେଲ89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT89 ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ। Viz kapitolaପବିତ୍ର ବାଇବଲ89 ଏହା ପରେ ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କଲାବେଳେ, ନିୟମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୁବଦ୍ୱୟ ମଧ୍ୟରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ୱର ମୋଶାଙ୍କ ସହିତ କଥା ହେଲେ। Viz kapitola |