ଗଣନା ପୁସ୍ତକ 9:13 - ଓଡିଆ ବାଇବେଲ13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ; Viz kapitolaପବିତ୍ର ବାଇବଲ (Re-edited) - (BSI)13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷାନ୍ତ ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥିପାଇଁ ସେହି ମନୁଷ୍ୟ ଆପଣା ପାପ ବୋହିବ; Viz kapitolaପବିତ୍ର ବାଇବଲ13 ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ। Viz kapitola |