Online Bible

- Reklamy -




ଓବଦୀୟ 1:1 - ଓଡିଆ ବାଇବେଲ

1 ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ପ୍ରଭୁ ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”

Viz kapitola kopírovat

ପବିତ୍ର ବାଇବଲ

1 ଏହା ଓବଦିୟଙ୍କର ଦର୍ଶନ ଅଟେ। ମୋର ପ୍ରଭୁ ସଦାପ୍ରଭୁ ଇଦୋମଙ୍କ ବିଷୟରେ ଯାହା କହନ୍ତି। ମୁଁ ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଏକ ବିବରଣୀ ଶୁଣିଛ। ଜଣେ ବାର୍ତ୍ତାବହ ସେହି ରାଜ୍ୟକୁ ପ୍ରେରିତ ହେଲେ। ସେ କହିଲେ, “ଆସ, ଇଦୋମଙ୍କ ବିରୁଦ୍ଧରେ ସଂଗ୍ରାମ କରିବା।”

Viz kapitola kopírovat




ଓବଦୀୟ 1:1

Následuj nás:

Reklamy


Reklamy