ଓବଦୀୟ 1:3 - ଓଡିଆ ବାଇବେଲ3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକୁ ଓହ୍ଳାଇ ଆଣିବ କିଏ ? Viz kapitolaପବିତ୍ର ବାଇବଲ (Re-edited) - (BSI)3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଂକାର ତୁମ୍ଭକୁ ବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, ଆମ୍ଭକୁ ଭୂମିକି ଓହ୍ଳାଇ ଆଣିବ କିଏ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?” Viz kapitolaପବିତ୍ର ବାଇବଲ3 ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସେହି ଗୁମ୍ଫା ଗୁଡ଼ିକରେ ବାସ କର। ତୁମ୍ଭେ ସେହି ଉଚ୍ଚ ସ୍ଥାନରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ‘ମୋତେ କେହି ଭୂମି ଉପରକୁ ଆଣି ପାରିବେ ନାହିଁ।’” Viz kapitola |