ଓବଦୀୟ 1:4 - ଓଡିଆ ବାଇବେଲ4 ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଉର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ଵକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଳାଇ ଆଣିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସଦାପ୍ରଭୁ କହନ୍ତି, ତୁମ୍ଭେ ଯଦ୍ୟପି ଉତ୍କ୍ରୋଶ ପକ୍ଷୀ ପରି ଊର୍ଦ୍ଧ୍ୱକୁ ଉଠ, ତୁମ୍ଭର ବସା ଯଦ୍ୟପି ତାରାଗଣ ମଧ୍ୟରେ ସ୍ଥାପିତ ହୁଏ, ତଥାପି ଆମ୍ଭେ ସେଠାରୁ ତୁମ୍ଭକୁ ଓହ୍ଲାଇ ଆଣିବା। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ ଏହା କୁହନ୍ତି, “ଏପରିକି ତୁମ୍ଭେ ଯଦିଓ ଚିଲ ପକ୍ଷୀ ପରି ଉଚ୍ଚରେ ଉଡ଼ ଏବଂ ତାରକା ଗହଳରେ ବସା ରଖ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ନିମ୍ନକୁ ନେଇ ଆସିବା। Viz kapitola |