Online Bible

- Reklamy -




ଫିଲୀମନ 1:17 - ଓଡିଆ ବାଇବେଲ

17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲାପରି ତାହାକୁ ଗ୍ରହଣ କର ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

17 ତେଣୁ ମୋତେ ଯଦି ତୁମର ସହଯୋଗୀ ବୋଲି ମନେ କରୁଥାଅ, ମୋତେ ଯେପରି ସ୍ୱାଗତ କରି ଥାଆନ୍ତ, ତାକୁ ସେପରି ଗ୍ରହଣ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ଯଦି ତୁମ୍ଭେ ମୋତେ ଜଣେ ସହଭାଗୀ ବୋଲି ମନେ କର, ତାହାହେଲେ ମୋତେ ଗ୍ରହଣ କଲା ପରି ତାହାକୁ ଗ୍ରହଣ କର।

Viz kapitola kopírovat

ପବିତ୍ର ବାଇବଲ

17 ଯଦି ତୁମ୍ଭେ ମୋତେ ମିତ୍ର ବୋଲି ଗ୍ରହଣ କରୁଛ, ତା'ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମୋତେ ଯେପରି ସ୍ୱାଗତ କରିଥା’ନ୍ତ, ସେହିପରି ତାହାକୁ ସ୍ୱାଗତ କର।

Viz kapitola kopírovat




ଫିଲୀମନ 1:17

Následuj nás:

Reklamy


Reklamy