ଫିଲୀମନ 1:5 - ଓଡିଆ ବାଇବେଲ5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaପବିତ୍ର ବାଇବଲ (CL) NT (BSI)5 କାରଣ ମୁଁ ଶୁଣିଛି, ପ୍ରଭୁ ଯୀଶୁଙ୍କଠାରେ ତୁମର କେଡ଼େ ବିଶ୍ୱାସ ଓ ଈଶ୍ୱରପରାୟଣ ଲୋକମାନଙ୍କ ପ୍ରତି ତୁମର କେତେ ପ୍ରେମ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ମୋହର ପ୍ରାର୍ଥନାରେ ତୁମ୍ଭର ନାମ ଉଲ୍ଲେଖ କରି ସର୍ବଦା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି, Viz kapitolaପବିତ୍ର ବାଇବଲ5 ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକମାନଙ୍କ ପ୍ରତି ତୁମ୍ଭର ପ୍ରେମ ଓ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭର ବିଶ୍ୱାସ ବିଷୟରେ ମୁଁ ଶୁଣିଛି ଓ ମୁଁ ତୁମ୍ଭର ସେହି ପ୍ରେମ ଓ ବିଶ୍ୱାସ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି। Viz kapitola |