ଫିଲିପୀୟ 2:27 - ଓଡିଆ ବାଇବେଲ27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ୱର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋ' ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋ' ଉପରେ ମଧ୍ୟ ଦୟା କଲେ । Viz kapitolaପବିତ୍ର ବାଇବଲ (Re-edited) - (BSI)27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ। Viz kapitolaପବିତ୍ର ବାଇବଲ (CL) NT (BSI)27 ପ୍ରକୃତରେ ସେ ଅସୁସ୍ଥ ହୋଇ ମୃତପ୍ରାୟ ହୋଇଥିଲେ। କିନ୍ତୁ ତାଙ୍କୁ ଈଶ୍ୱର କୃପା କରିଛନ୍ତି। କେବଳ ତାଙ୍କ ପ୍ରତି ନୁହେଁ, ମୋ’ ପ୍ରତି ମଧ୍ୟ ତାଙ୍କର ଅନୁକମ୍ପା ଥିବାରୁ ମୋତେ ଦୁଃଖ ଉପରେ ଦୁଃଖ ଭୋଗିବାକୁ ଦେଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ। Viz kapitolaପବିତ୍ର ବାଇବଲ27 ସେ ଅସୁସ୍ଥ ଥିଲେ ଓ ମୃତ୍ୟୁର ଦ୍ୱାର ଦେଶରେ ଥିଲେ। କିନ୍ତୁ ପରମେଶ୍ୱର ତାହାଙ୍କୁ ଓ ମୋତେ ମଧ୍ୟ ସାହାଯ୍ୟ କଲେ, ଯେପରି ମୋ’ ପାଇଁ ଅଧିକ ଦୁଃଖ ନ ଘଟେ। Viz kapitola |