ଫିଲିପୀୟ 3:15 - ଓଡିଆ ବାଇବେଲ15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ, ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ; Viz kapitolaପବିତ୍ର ବାଇବଲ (CL) NT (BSI)15 ଆମ ମଧ୍ୟରେ ଯେଉଁମାନେ ଆଧ୍ୟାତ୍ମିକ ଭାବେ ପରିପକ୍ୱ, ସେମାନଙ୍କର ଏହିପରି ମନୋଭାବ ରହିବା ଉଚିତ। ଯଦି ତୁମ୍ଭମାନଙ୍କ ମଧ୍ୟରୁ କହାର ଭିନ୍ନ ମନୋଭାବ ଥାଏ, ଈଶ୍ୱର ତୁମ୍ଭମାନଙ୍କୁ ସବୁ କଥା ସ୍ପଷ୍ଟଭାବେ ଜଣାଇ ଦେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ; Viz kapitolaପବିତ୍ର ବାଇବଲ15 ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହେବା ପାଇଁ ଯାଉଛୁ, ସେମାନେ ମଧ୍ୟ ଏହିଭଳି ଭାବିବା ଦରକାର। ଯଦି ଏଥିରେ କୌଣସି କଥାରେ ତୁମ୍ଭର ଭିନ୍ନ ମତ ଥାଏ, ତା'ହେଲେ ପରମେଶ୍ୱର ତୁମ୍ଭ ପାଇଁ ଏହାକୁ ମଧ୍ୟ ସ୍ପଷ୍ଟ କରିଦେବେ। Viz kapitola |