ଫିଲିପୀୟ 4:3 - ଓଡିଆ ବାଇବେଲ3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି । Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି। Viz kapitolaପବିତ୍ର ବାଇବଲ (CL) NT (BSI)3 ହେ ମୋର ବିଶ୍ୱସ୍ତ ଅଂଶୀଦାର! ତୁମକୁ ମଧ୍ୟ ମୋର ନିବେଦନ, ଏହି ଭଉଣୀମାନଙ୍କୁ ସାହାଯ୍ୟ କର, କାରଣ ଏମାନେ କ୍ଲେମେଣ୍ଟ ଓ ମୋର ଅନ୍ୟ ସହକର୍ମୀମାନଙ୍କ ସହିତ ସୁସମାଚାର ପ୍ରଚାର କାର୍ଯ୍ୟରେ କଠିନ ପରିଶ୍ରମ କରି ମୋତେ ସାହାଯ୍ୟ କରିଛନ୍ତି। ଏମାନଙ୍କର ନାମ ଈଶ୍ୱରଙ୍କ “ଜୀବନ ପୁସ୍ତକରେ” ଲେଖାଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି। Viz kapitolaପବିତ୍ର ବାଇବଲ3 ହେ ବନ୍ଧୁ, ତୁମ୍ଭେ ଯେହେତୁ ମୋ’ ସହିତ ବିଶ୍ୱସ୍ତ ଭାବରେ ସେବା କରୁଛ, ଯେଉଁ ସ୍ତ୍ରୀଲୋକମାନେ ମୁଁ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୋ’ ସହିତ ପରିଶ୍ରମ କରିଅଛନ୍ତି, ସେମାନଙ୍କୁ ସାହାଯ୍ୟ କର ବୋଲି ତୁମ୍ଭକୁ ମୁଁ ନିବେଦନ କରେ। ସେମାନେ କ୍ଳେମେନ୍ସ ଏବଂ ମୋର ଅନ୍ୟ ସହକାରୀମାନଙ୍କ ସହିତ ସେବାକାର୍ଯ୍ୟ କରିଛନ୍ତି। ସେମାନଙ୍କ ନାମ “ଜୀବନ-ପୁସ୍ତକ”ରେ ଲେଖାଅଛି। Viz kapitola |