ଫିଲିପୀୟ 4:5 - ଓଡିଆ ବାଇବେଲ5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ । Viz kapitolaପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ (CL) NT (BSI)5 ସମସ୍ତଙ୍କ ସହିତ ଭଦ୍ର ବ୍ୟବହାର କର। ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ହେଲାଣି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ। Viz kapitolaପବିତ୍ର ବାଇବଲ5 ସମସ୍ତେ ଦେଖନ୍ତୁ ଯେ ତୁମ୍ଭେ ଶାନ୍ତ ଓ ଦୟାଳୁ ଅଟ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି। Viz kapitola |