ହିତୋପଦେଶ 1:28 - ଓଡିଆ ବାଇବେଲ28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯନିରେ ମୋହର ଅନ୍ଵେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ। Viz kapitolaପବିତ୍ର ବାଇବଲ28 “ଯେତେବେଳେ ଏହିସବୁ ଘଟିବ, ତୁମ୍ଭେମାନେ ମୋର ସାହାଯ୍ୟ ଲୋଡ଼ିବ। କିନ୍ତୁ ମୁଁ ତୁମ୍ଭକୁ ସାହାଯ୍ୟ କରିବି ନାହିଁ। ତୁମ୍ଭେମାନେ ମୋତେ ଖୋଜିବ। କିନ୍ତୁ ତୁମ୍ଭେମାନେ ମୋତେ ପାଇବ ନାହିଁ। Viz kapitola |