ହିତୋପଦେଶ 10:18 - ଓଡିଆ ବାଇବେଲ18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଟନା କରେ, ସେ ଅଜ୍ଞାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ। Viz kapitolaପବିତ୍ର ବାଇବଲ18 ଯେ ହିଂସା ଆଚରଣ କରେ, ତା'ର ଓଷ୍ଠାଧର ମିଥ୍ୟାବାଦୀ, ପୁଣି ଯେ ଅପବାଦ ରଚନା କରେ ସେ ଅଜ୍ଞାନ। Viz kapitola |