ହିତୋପଦେଶ 13:20 - ଓଡିଆ ବାଇବେଲ20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ। Viz kapitolaପବିତ୍ର ବାଇବଲ20 ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହେବ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ। Viz kapitola |