ହିତୋପଦେଶ 13:4 - ଓଡିଆ ବାଇବେଲ4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ। Viz kapitolaପବିତ୍ର ବାଇବଲ4 ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସାରେ ଫଳ ଭୋଗ କରେ। Viz kapitola |