ହିତୋପଦେଶ 14:4 - ଓଡିଆ ବାଇବେଲ4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଗୋରୁ ନ ଥିଲେ, କୁଣ୍ତ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଗୋରୁ ନ ଥିଲେ, କୁଣ୍ଡ ନିର୍ମଳ ଥାଏ; ପୁଣି, ଗୋରୁର ବଳରେ ବହୁ ସମ୍ପତ୍ତି ଉତ୍ପନ୍ନ ହୁଏ। Viz kapitolaପବିତ୍ର ବାଇବଲ4 ଯଦି ଗୋରୁଗୁଡ଼ିକ ସେଠାରେ ନାହାନ୍ତି, କାର୍ଯ୍ୟ ପାଇଁ ଶସ୍ୟ ଘର ଶୂନ୍ୟ ଅଟେ, ମାତ୍ର ଷଣ୍ଢମାନଙ୍କର ଶକ୍ତି ବଡ଼ ଅମଳ ଆଣିଥାଏ। Viz kapitola |