ହିତୋପଦେଶ 17:3 - ଓଡିଆ ବାଇବେଲ3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Viz kapitolaପବିତ୍ର ବାଇବଲ3 ନିଆଁରେ ସୁନା ଓ ରୂପାର ବିଶୁଦ୍ଧତା ପରୀକ୍ଷା କରାଯାଏ। ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି। Viz kapitola |