ହିତୋପଦେଶ 17:9 - ଓଡିଆ ବାଇବେଲ9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଯେ ଅଧର୍ମ ଢାଙ୍କେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ବିଭିନ୍ନ କରେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ। Viz kapitolaପବିତ୍ର ବାଇବଲ9 ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତେବେ ସେ ତୁମ୍ଭର ବନ୍ଧୁ ହେବ। ମାତ୍ର ତା'ର ଦୋଷକୁ ଯେବେ ତୁମ୍ଭେ ମନେ ପକାଇବ, ତେବେ ତୁମ୍ଭର ବନ୍ଧୁତ୍ୱ ନଷ୍ଟ ହେବ। Viz kapitola |