ହିତୋପଦେଶ 18:7 - ଓଡିଆ ବାଇବେଲ7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ଵରୂପ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ। Viz kapitolaପବିତ୍ର ବାଇବଲ7 ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ୟ ପ୍ରାଣର ଫାନ୍ଦ ସ୍ୱରୂପ। Viz kapitola |