ହିତୋପଦେଶ 28:18 - ଓଡିଆ ବାଇବେଲ18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଉଁ ଲୋକ ସିଦ୍ଧ ଭାବରେ ଚାଲେ, ସେ ରକ୍ଷା ପାଏ; ମାତ୍ର ଆପଣା ପଥରେ କୁଟିଳ ଲୋକ ଅକସ୍ମାତ୍ ପଡ଼ିବ। Viz kapitolaପବିତ୍ର ବାଇବଲ18 ସେହି ଜଣେ ଯିଏ ନିର୍ଦ୍ଦୋଷ ଭାବରେ ଜୀବନଯାପନ କରେ, ସେ ନିଜକୁ ରକ୍ଷା କରେ। କିନ୍ତୁ ଜଣେ ଯିଏ ତା'ର ନିଜ ପଥକୁ ବିପଥରେ ନିଏ ସେ ଅକସ୍ମାତ୍ ପଡ଼ିଯିବ। Viz kapitola |