ହିତୋପଦେଶ 3:20 - ଓଡିଆ ବାଇବେଲ20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଛୁଳି ଉଠେ, ପୁଣି ମେଘରୁ କାକର ଟୋପା ଟୋପା ପଡ଼େ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତାହାଙ୍କ ଜ୍ଞାନରେ ଗଭୀର ସ୍ଥାନରୁ ଜଳ ଉଚ୍ଛୁଳି ଉଠେ, ପୁଣି, ମେଘରୁ କାକର ଟୋପା ଟୋପା ପଡ଼େ। Viz kapitolaପବିତ୍ର ବାଇବଲ20 ସଦାପ୍ରଭୁ ତାଙ୍କ ଜ୍ଞାନରେ ସମୁଦ୍ରଗୁଡ଼ିକୁ ଓ ମେଘ ସୃଷ୍ଟି କଲେ, ଯାହା ଆମ୍ଭକୁ ବର୍ଷା ଦିଏ। Viz kapitola |