ହିତୋପଦେଶ 30:13 - ଓଡିଆ ବାଇବେଲ13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏକ ବଂଶ ଅଛି, ଆଃ, ସେମାନଙ୍କ ଦୃଷ୍ଟି କିପରି ଉଚ୍ଚ! ସେମାନଙ୍କ ଚକ୍ଷୁର ପତା ଉତ୍ଥିତ ହୋଇଅଛି। Viz kapitolaପବିତ୍ର ବାଇବଲ13 କେତେକ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସେମାନେ ବହୁତ ଭଲ। ସେମାନେ ଭାବନ୍ତି ଅନ୍ୟମାନଙ୍କଠାରୁ ଯଥେଷ୍ଟ ଭଲ। Viz kapitola |