ହିତୋପଦେଶ 31:21 - ଓଡିଆ ବାଇବେଲ21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି। Viz kapitolaପବିତ୍ର ବାଇବଲ21 ସେ କେବେହେଲେ ନିଜର ପରିବାର ବିଷୟରେ ଶୀତ ଋତୁରେ ଦୁଃଖିନୀ ହୁଏ ନାହିଁ। ଯେତେବେଳେ ବରଫପାତ ହୁଏ କାରଣ ତାହାର ସମସ୍ତ ପରିବାର ଗରମ ବସ୍ତ୍ର ପିନ୍ଧନ୍ତି। Viz kapitola |