ହିତୋପଦେଶ 4:14 - ଓଡିଆ ବାଇବେଲ14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପାପୀମାନଙ୍କ ପଥ ମଧ୍ୟରେ ପଶ ନାହିଁ ଏବଂ ଦୁଷ୍ଟଲୋକମାନଙ୍କ ବାଟରେ ଚାଲ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କୁକର୍ମୀମାନଙ୍କ ପଥ ମଧ୍ୟରେ ପ୍ରବେଶ କର ନାହିଁ ଏବଂ ଦୁଷ୍ଟ ଲୋକମାନଙ୍କ ବାଟରେ ଚାଲ ନାହିଁ। Viz kapitolaପବିତ୍ର ବାଇବଲ14 ମନ୍ଦ ଲୋକମାନଙ୍କର ପଥ ଅନୁସରଣ କର ନାହିଁ। ସେମାନଙ୍କ ପରି ବାସ କର ନାହିଁ। ସେମାନଙ୍କ ପରି ହେବାକୁ ଚେଷ୍ଟା କର ନାହିଁ। Viz kapitola |