ହିତୋପଦେଶ 9:12 - ଓଡିଆ ବାଇବେଲ12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯେବେ ନିନ୍ଦା କର, ଆପେ ତାହା ବହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭେ ଜ୍ଞାନୀ ହେଲେ, ଆପଣା ନିମନ୍ତେ ଜ୍ଞାନୀ ହେବ; ଯଦି ନିନ୍ଦା କର, ଆପେ ତାହା ବୋହିବ। Viz kapitolaପବିତ୍ର ବାଇବଲ12 ଯଦି ତୁମ୍ଭେ ଜ୍ଞାନୀ ଅଟ, ତେବେ ନିଜକୁ ନିଜେ ତୁମ୍ଭେ ଲାଭବାନ ହେବ। ଯଦି ତୁମ୍ଭେ ଜଣେ ନିନ୍ଦାକାରୀ, ତୁମ୍ଭେ ନିଜେ ଦୁଃଖ ଭୋଗିବ। Viz kapitola |