ଗୀତସଂହିତା 10:6 - ଓଡିଆ ବାଇବେଲ6 ସେ ଆପଣା ମନେ ମନେ କହେ, “ମୋ’ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଆପଣା ମନେ ମନେ କହେ, “ମୋʼ ପ୍ରତି କିଛି ବିପଦ ଘଟିବ ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି।” Viz kapitolaପବିତ୍ର ବାଇବଲ6 ସେହି ଲୋକମାନେ ଭାବନ୍ତି ଯେ, ସେମାନଙ୍କ ଉପରେ କେବେ ବିପଦ ଆସିବ ନାହିଁ। ସେମାନେ କହନ୍ତି, “ଆମ୍ଭର ସବୁବେଳେ ଭଲ ହେବ ଏବଂ କେବେ ବି ଆମ୍ଭେ ଦଣ୍ଡ ପାଇବୁ ନାହିଁ।” Viz kapitola |