ଗୀତସଂହିତା 11:2 - ଓଡିଆ ବାଇବେଲ2 କାରଣ ଦେଖ ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ, ଦେଖ, ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଦେଖ! ଦୁଷ୍ଟମାନେ ସରଳଚିତ୍ତ ଲୋକକୁ ଅନ୍ଧକାରରେ ବିନ୍ଧିବା ପାଇଁ ଧନୁ ନୁଆଁନ୍ତି, ସେମାନେ ଗୁଣରେ ତୀରଯୁକ୍ତ କରନ୍ତି। Viz kapitolaପବିତ୍ର ବାଇବଲ2 ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସେମାନେ ଅନ୍ଧାରରେ ଲୁଚି ରହନ୍ତି। ସେମାନେ ଧନୁରେ ଗୁଣ ଚଢ଼ାନ୍ତି। ସେମାନେ ତୀର ଦ୍ୱାରା ଲକ୍ଷ୍ୟ ସ୍ଥିର କରନ୍ତି ଏବଂ ସେମାନେ ସିଧା ସାଧୁ ଓ ଉତ୍ତମ ବ୍ୟକ୍ତିର ହୃଦୟକୁ ଶରବିଦ୍ଧ କରନ୍ତି। Viz kapitola |