ଗୀତସଂହିତା 12:4 - ଓଡିଆ ବାଇବେଲ4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ? Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ଵା ଦ୍ଵାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ କହନ୍ତି, “ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ?” Viz kapitolaପବିତ୍ର ବାଇବଲ4 ସେହି ଲୋକମାନେ କହନ୍ତି, “ଆମ୍ଭେମାନେ ଏହିପରି ମିଥ୍ୟା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ୟ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ’ଣ କହିବାକୁ ପଡ଼ିବ। ଯାହା ଫଳରେ କେହି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।” Viz kapitola |