ଗୀତସଂହିତା 12:6 - ଓଡିଆ ବାଇବେଲ6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତଥର ପରିଷ୍କୃତ ରୂପା ତୁଲ୍ୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ। Viz kapitolaପବିତ୍ର ବାଇବଲ6 ଦାପ୍ରଭୁଙ୍କର ବାକ୍ୟସବୁ ସତ୍ୟ ଓ ନିର୍ମଳ। ଯାହାକି ଗରମ ନିଆଁରେ ତରଳା ଯାଉଥିବା ରୂପା ପରି ସେଗୁଡ଼ିକୁ ସାତଥର ତରଳା ଯାଇଥିବା ରୂପା ପରି ଶୁଦ୍ଧ। Viz kapitola |