ଗୀତସଂହିତା 125:2 - ଓଡିଆ ବାଇବେଲ2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। Viz kapitolaପବିତ୍ର ବାଇବଲ2 ଯେମନ୍ତ ଯିରୁଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ତେମନ୍ତ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁଃର୍ଦ୍ଦିଗରେ ଥା’ନ୍ତି। ସେ ତାଙ୍କର ଲୋକମାନଙ୍କୁ ଚିରଦିନ ପାଇଁ ରକ୍ଷା କରିବେ। Viz kapitola |