ଗୀତସଂହିତା 125:3 - ଓଡିଆ ବାଇବେଲ3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ତ ଅବସ୍ଥାନ କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। Viz kapitolaପବିତ୍ର ବାଇବଲ3 ଧାର୍ମିକ ଲୋକମାନଙ୍କର ଭୂମିକୁ ସଦାକାଳ ଅଧର୍ମ ଲୋକମାନେ ନିଜ ନିୟନ୍ତ୍ରଣରେ ରଖିପାରିବେ ନାହିଁ। ଯଦି ଏପରି ଘଟିଲା, ତେବେ ଧାର୍ମିକ ଲୋକମାନେ ଅଧର୍ମ କାର୍ଯ୍ୟ କରିବାକୁ ଆରମ୍ଭ କରିଦେବେ। Viz kapitola |