ଗୀତସଂହିତା 125:4 - ଓଡିଆ ବାଇବେଲ4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ଵଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ, ଉତ୍ତମ ଲୋକମାନଙ୍କ ପ୍ରତି ମଙ୍ଗଳ କର। ପବିତ୍ର ହୃଦୟ ସହିତ ଲୋକମାନଙ୍କର ମଙ୍ଗଳ କର। Viz kapitola |