ଗୀତସଂହିତା 126:4 - ଓଡିଆ ବାଇବେଲ4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ଵାବସ୍ଥା ପରିବର୍ତ୍ତନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। Viz kapitolaପବିତ୍ର ବାଇବଲ4 ସଦାପ୍ରଭୁ, ଆଉଥରେ ଆମ୍ଭର ଶାନ୍ତି ପୁନଃସ୍ଥାପନ କର, ଯେପରି ମରୁଭୂମିରେ ଝରଣାରୁ ଜଳସ୍ରୋତ ବହେ। Viz kapitola |