ଗୀତସଂହିତା 128:3 - ଓଡିଆ ବାଇବେଲ3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। Viz kapitolaପବିତ୍ର ବାଇବଲ3 ତୁମ୍ଭର ସ୍ତ୍ରୀ ତୁମ୍ଭ ଗୃହର ଅନ୍ତପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ। ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଗ୍ଭରିଆଡ଼େ ଜୀତବୃକ୍ଷର ଗ୍ଭରାପରି ହେବେ। Viz kapitola |