ଗୀତସଂହିତା 129:8 - ଓଡିଆ ବାଇବେଲ8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ, ଏହା ପଥିକମାନେ କହନ୍ତି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ। Viz kapitolaପବିତ୍ର ବାଇବଲ8 ତାଙ୍କ ବାଟ ଦେଇ ଯାଉଥିବା ଲୋକମାନେ କହନ୍ତି ନାହିଁ, “ସଦାପ୍ରଭୁ ତୁମ୍ଭର ମଙ୍ଗଳ କରନ୍ତୁ! କିଅବା ଆମ୍ଭେ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଆଶୀର୍ବାଦ କରୁଛୁ।” Viz kapitola |