ଗୀତସଂହିତା 13:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼଠାରୁ ଆପଣା ମୁଖ ଲୁଚାଇବ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ? ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ? Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁ, କେତେଦିନ ମୋତେ ଭୁଲି ଯିବ? ସତରେ କ’ଣ ତୁମେ ମୋତେ ସବୁଦିନ ପାଇଁ ଭୁଲି ପାରିବ? କେତେଦିନ ପର୍ଯ୍ୟନ୍ତ ଗ୍ରହଣ କରିବାକୁ ମନା କରବ? Viz kapitola |