ଗୀତସଂହିତା 13:4 - ଓଡିଆ ବାଇବେଲ4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 କେଜାଣି ମୋʼ ଶତ୍ରୁ କହିବ, ମୁଁ ତାହାକୁ ଜୟ କରିଅଛି; ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। Viz kapitolaପବିତ୍ର ବାଇବଲ4 ଯଦି ତାହା ସତରେ ଘଟେ ତେବେ ମୋର ଶତ୍ରୁମାନେ କହିବେ, “ଆମ୍ଭେ ସେମାନଙ୍କୁ ଜୟ କରିଅଛୁ।” ମୋର ଶତ୍ରୁମାନେ ଖୁସୀ ହେବେ ଯଦି ସେମାନେ ମୋତେ ପରାସ୍ତ କରନ୍ତି। Viz kapitola |