Online Bible

- Reklamy -




ଗୀତସଂହିତା 130:6 - ଓଡିଆ ବାଇବେଲ

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।

Viz kapitola kopírovat

ପବିତ୍ର ବାଇବଲ

6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।

Viz kapitola kopírovat




ଗୀତସଂହିତା 130:6

Následuj nás:

Reklamy


Reklamy