ଗୀତସଂହିତା 131:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୁଷ୍ଟି ଉଚ୍ଚ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁ, ମୁଁ ଗର୍ବୀ ବା ଅହଙ୍କାରୀ ନୁହେଁ। ମୁଁ ଗୁରୁତ୍ୱପୂର୍ଣ୍ଣ ଜିନିଷ କରିବା ପାଇଁ ଚେଷ୍ଟା କରୁ ନାହିଁ। ମୁଁ ମହାନ କାର୍ଯ୍ୟ କିଅବା ବହୁତ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବା ପାଇଁ ଆଗ୍ରହୀ ହୋଇ ନାହିଁ। Viz kapitola |