Online Bible

- Reklamy -




ଗୀତସଂହିତା 132:11 - ଓଡିଆ ବାଇବେଲ

11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।

Viz kapitola kopírovat

ପବିତ୍ର ବାଇବଲ

11 ସଦାପ୍ରଭୁ ଦାଉଦଙ୍କୁ ପ୍ରତିଜ୍ଞା କଲେ, ତାଙ୍କ ପ୍ରତି ବିଶ୍ୱାସର ଗୋଟିଏ ଶପଥ କଲେ, “ଆମ୍ଭେ ତୁମ୍ଭର ବଂଶରୁ ଜଣକୁ ସବୁଦିନ ପାଇଁ ରାଜସିଂହାସନରେ ଅଧିଷ୍ଠିତ କରିବା।

Viz kapitola kopírovat




ଗୀତସଂହିତା 132:11

Následuj nás:

Reklamy


Reklamy