ଗୀତସଂହିତା 132:18 - ଓଡିଆ ବାଇବେଲ18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।” Viz kapitolaପବିତ୍ର ବାଇବଲ18 ତାଙ୍କର ଶତ୍ରୁଗଣଙ୍କୁ ଲଜ୍ଜାରେ ଆଚ୍ଛାଦିତ କରିବା, କିନ୍ତୁ ତାଙ୍କ ମୁଣ୍ଡ ଉପରେ ଚକ୍ଚକ୍ କରୁଥିବା ରାଜମୁକୁଟ ଶୋଭା ପାଇବ।” Viz kapitola |