ଗୀତସଂହିତା 134:1 - ଓଡିଆ ବାଇବେଲ1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଦେଖ, ହେ ସଦାପ୍ରଭୁଙ୍କ ଦାସ- ସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। Viz kapitolaପବିତ୍ର ବାଇବଲ1 ହେ ସଦାପ୍ରଭୁଙ୍କର ସମସ୍ତ ଦାସଗଣ, ଯେଉଁମାନେ ରାତିସାରା ତାଙ୍କର ମନ୍ଦିରରେ ତାଙ୍କର ସେବା କରନ୍ତି, ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତୁ! Viz kapitola |