ଗୀତସଂହିତା 137:6 - ଓଡିଆ ବାଇବେଲ6 ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଯେବେ ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯେବେ ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ଵା ମୋʼ ମୁଖର ତାଳୁରେ ଲାଗି ରହୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ। Viz kapitolaପବିତ୍ର ବାଇବଲ6 ହେ ଯିରୁଶାଲମ, ଯଦି ମୁଁ ତୁମ୍ଭକୁ କେବେ ଭୁଲେ, ତେବେ ମୋର କାମନା କି ମୁଁ ଆଉ କୌଣସି ଗୀତ ଗାଇ ପାରିବି ନାହିଁ। ମୁଁ ପ୍ରତିଜ୍ଞା କରୁଅଛି ଯେ, ଯିରୁଶାଲମ ସର୍ବଦା ମୋର ଆନନ୍ଦ ଧାମ ହୋଇ ରହିବ। Viz kapitola |