ଗୀତସଂହିତା 138:1 - ଓଡିଆ ବାଇବେଲ1 ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। Viz kapitolaପବିତ୍ର ବାଇବଲ1 ହେ ପରମେଶ୍ୱର, ମୁଁ ମୋର ହୃଦୟ ସହିତ ତୁମ୍ଭର ପ୍ରଶଂସା ଗାନ କରିବି। ସମସ୍ତ ଦେବତାଗଣଙ୍କ ସମ୍ମୁଖରେ ମୁଁ ତୁମ୍ଭ ପାଇଁ ପ୍ରଶଂସାର ଗୀତ ଗାନ କରିବି। Viz kapitola |